Weather Report: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା (Rain) ହେବା ନେଇ ସମ୍ଭାବନା ରହିଛି । ଫଳରେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ, ପଶ୍ଚିମା ଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ସୋମବାର ଓ ମଙ୍ଗଳବାର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା (slight rain) ହେବା ନେଇ ସମ୍ଭାବନା ରହିଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.