Weather Report: ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ- ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ଯରେ ବୁଧବାର ଦିନ ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rain) ଜାରି ରହିଛି । ବିଶେଷ କରି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.